The Ultimate Managed Hosting Platform
ADVERTISEMENT

ପ୍ରକାଶ ପାଇଲା ଜେଇଇ ମେନ୍ସ ରେଜଲ୍ଟ

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରକାଶ ପାଇଲା ଜେଇଇ ମେନ୍ସ ପରୀକ୍ଷା ଫଳ । ଜେଇଇ ମେନ୍ସ ସେସନ-୨ର ପରୀକ୍ଷା ଫଳ ପ୍ରକାଶ ପାଇଛି । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି । ପରୀକ୍ଷାର୍ଥୀ ସେମାନଙ୍କ ପରୀକ୍ଷା ଫଳ ବର୍ତ୍ତମାନ ସିଧାସଳଖ ଏନଟିଏର ୱେବସାଇଟରେ ଦେଖିପାରିବେ। ଏନଟିଏ ତରଫରୁ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୩ଟି ଲିଙ୍କ ଜାରି କରାଯାଇଛି । ଏହାକୁ କ୍ଲିକ୍ କରି ଛାତ୍ରଛାତ୍ରୀ ସହଜରେ ପରୀକ୍ଷା ଫଳ ଦେଖିପାରିବେ । ଜେଇଇ ମେନ ପରୀକ୍ଷା ଏପ୍ରିଲ ୨ରୁ ୮ ମଧ୍ୟରେ ଆୟୋଜିତ ହୋଇଥିଲା । ବିଟେକ ଏବଂ ବିଇ ପେପର ୧ରେ ଜେଇଇ ମେନ୍ ୨୦୨୫ରେ ୩ଟି ବିଷୟ ସାମିଲ ଥିଲା । ଫିଜିକ୍ସ, କେମେଷ୍ଟ୍ରି ଏବଂ ଗଣିତ । ଏହି ପରୀକ୍ଷା ୩୦୦ ମାର୍କର ରହିଥିଲା । ଏନଟିଏ ପକ୍ଷରୁ ୧୧ ଏପ୍ରିଲରେ ଉତ୍ତର ପ୍ରାକଶିତ କରିଥିଲା । ପରୀକ୍ଷା ଦେଇଥିବା ପ୍ରାର୍ଥୀ ୧୩ ଏପ୍ରିଲ ମଧ୍ୟରେ ଆପତ୍ତି କରିବା ପାଇଁ ବିକଳ୍ପ ପ୍ରକାଶ ପାଇଥିଲା ।
ଆପଣ jeemain.nta.nic.in ୱେବସାଇଟ ପରିଦର୍ଶନ କରନ୍ତୁ।
ସେସନ ୧ ସ୍କୋର କାର୍ଡ ଡାଉନଲୋଡ ଲିଙ୍କରେ କ୍ଲିକ କରନ୍ତୁ।
ଆବଶ୍ୟକ ତଥ୍ୟ ଦେଇ ସାଇଟରେ ଲଗ୍-ଇନ କରନ୍ତୁ।
ଏହାପରେ ଆପଣ ନିଜ ରେଜଲ୍ଟ ଦେଖିପାରିବା ସହ ଡାଉନଲୋଡ ମଧ୍ୟ କରିପାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login