The Ultimate Managed Hosting Platform
ADVERTISEMENT

ପ୍ରଧାନମନ୍ତ୍ରୀ ଦେଖିବେ ବିକିଙ୍କ ଫିଲ୍ମ ଛାବା

Facebook
Twitter
LinkedIn

ନୂଆଦିଲ୍ଲୀ : ବିକି କୌଶଲଙ୍କ ଫିଲ୍ମ ଛାବା ରିଲିଜ ହେବାର ୪୦ ଦିନ ପୂରଣ ହେବା ପରେ ମଧ୍ୟ କ୍ରେଜ କମିନି । ଫିଲ୍ମର ବକ୍ସ ଅଫିସ୍ କଲେକ୍ସନ୍ ମଧ୍ୟ ସାରା ବିଶ୍ଵରେ ପ୍ରାୟ ୮୦୦ କୋଟିରେ ପହଞ୍ଚିବ । ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏହାର ପ୍ରଶଂସା କରିଥିବା ବେଳେ ଏବେ ଫିଲ୍ମର ସ୍କ୍ରିନିଂ ସଂସଦ ଗୃହରେ ହେବାକୁ ଯାଉଛି । ବିକି ଲୌଶଲ ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ ଫିଲ୍ମ ଛାବା ଗୁରୁବାର ଦିନ ବାଲଯୋଗୀ ଅଡିଟୋରିୟମରେ ସ୍ଥିତ ସଂସଦ ଲାଇବ୍ରେରୀ ବିଲଡିଂରେ ପ୍ରଦର୍ଶିତ ହେବ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ କେନ୍ଦ୍ର ମନ୍ତ୍ରୀ ଏବଂ ସାଂସଦ ମଧ୍ୟ ସ୍କ୍ରିନିଂରେ ସାମିଲ ହେବେ । କେବଳ ଏତିକି ନୁହେଁ, ସମ୍ଭାଜି ଭୂମିକାରେ ଅଭିନୟ କରୁଥିବା ବିକିଙ୍କ ସମେତ ଛାବାର ସମସ୍ତ କାଷ୍ଟ ଏବଂ କ୍ରୁମାନେ ମଧ୍ୟ ସାମିଲ ହୋଇପାରନ୍ତି । ଏହି ଫିଲ୍ମ ୨୭ ମାର୍ଚ୍ଚ ୨୦୨୫ ରେ ପ୍ରଦର୍ଶିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login