The Ultimate Managed Hosting Platform
ADVERTISEMENT

ପ୍ରଧାନମନ୍ତ୍ରୀ ମୋଦିଙ୍କ ତ୍ରୀଦିବସୀୟ ଆମେରିକା ଗସ୍ତ

Facebook
Twitter
LinkedIn

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକା ଗସ୍ତରେ ବାହାରିଛନ୍ତି । ମୋଦି ୨୧ ଜୁନରୁ ୨୪ ଜୁନ୍ ମଧ୍ୟରେ ଆମେରିକାରେ ରହିବେ । ଏହି ଗସ୍ତ ପୂର୍ବରୁ ମୋଦି ନିଜର କାର୍ୟ୍ୟକ୍ରମକୁ ନେଇ ଟିଟ୍ କରି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି, ‘ଆମେରିକା ଛାଡି ମୁଁ ନ୍ୟୁୟର୍କ ସିଟି ଏବଂ ୱାଶିଂଟନ୍ ଡିସିରେ କାର୍ୟ୍ୟକ୍ରମରେ ଭାଗ ନେବି। ଏହି କାର୍ୟ୍ୟକ୍ରମଗୁଡ଼ିକରେ ଜାତିସଂଘ ମୁଖ୍ୟାଳୟରେ ଯୋଗ ଦିବସ ପାଳନ, ଜୋ ବାଇଡେନଙ୍କ ସହ ଆଲୋଚନା ଏବଂ ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ଏବଂ ଆହୁରି ଅନେକ କିଛି ସାମିଲ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଗହଣା ଦୋକାନରୁ ଲୁଟ

ଗହଣା ଦୋକାନରୁ ଲୁଟ

ଜଳେଶ୍ୱର : ବିଳମ୍ବିତ ରାତିରେ ସଟର ତାଡି ଗହଣା ଦୋକାନରୁ ଲୁଟ । କମର୍ଦ୍ଦା ଥାନା ବେଲଦା ହାଟପଦା ନିକଟ ଗହଣା ଦୋକାନରୁ ଲୁଟ । କେତେ...

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login