The Ultimate Managed Hosting Platform
ADVERTISEMENT

ପ୍ରେମ ପାଇଁ ଦିନ ଟିଏ ; ଆଜି ହେଉଛି ଭାଲେଣ୍ଟାଇନ ଡେ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରେମ ସବୁବେଳେ ଶାଶ୍ୱତ ଆଉ ଚିରନ୍ତନ । ପ୍ରେମ ସ୍ନେହ, ତ୍ୟାଗର ସଞ୍ଚାର। ପ୍ରେମ ପାଇଁ ଆଜିର ଦିନଟିଏ । ଆଜି ହେଉଛି ଭାଲେଣ୍ଟାଇନ ଡେ । ଫେବୃଆରୀ ୭ ଅର୍ଥାତ୍ ରୋଜ୍ ଡେ’ରୁ ପ୍ରେମ ସପ୍ତାହ ଆରମ୍ଭ ହୋଇଥିବା ବେଳେ ୧୪ ହେଉଛି ସବୁଠୁ ଖୁସିର ଦିନ। ପ୍ରେମ ସପ୍ତାହର ଶେଷଦିନରେ ନିଜର ମନଖୋଲି କଥା ହୋଇଥାନ୍ତି ପ୍ରେମୀଯୁଗଳ। ଦିନଟିକୁ ସ୍ମରଣୀୟ କରିବା ଲାଗି ପରସ୍ପରକୁ ବିଭିନ୍ନ ସର୍ପ୍ରାଇଜ୍ ଗିଫ୍ଟ ମଧ୍ୟ ଦେଇଥାନ୍ତି। ପ୍ରେମର ସ୍ରୋତରେ ଯିଏ ପଡିଛି ପ୍ରୀତିର ପ୍ରଗାଢତାରେ ସେ ଭିଜି ଯାଇଛି। ପ୍ରେମ ସପ୍ତାହର ଶେଷ ଦିନରେ ନିଜର ସାଥି ସହ ନିଆରା ଅନୁଭୂତି ସାଉଁଟିବାକୁ ପ୍ରତିଟି ପ୍ରେମ ଚଢେଇର ଭାରି ଇଚ୍ଛା। ଆଧୁନିକତାର ସ୍ପର୍ଶରେ ଭାଲେଣ୍ଟାଇନ୍ସ ଡେ’କୁ ଯୁବପିଢି ଦେଇଛନ୍ତି ନୂଆ ପରିଚୟ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଖାଁ ଖାଁ ଶ୍ରୀମନ୍ଦିର, ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା

ଖାଁ ଖାଁ ଶ୍ରୀମନ୍ଦିର, ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା

ପୁରୀ : ଏବେ ନୀଳକନ୍ଦର ଛୀଡି ବଡଦାଣ୍ଡରେ ବଳିଆରଭୂଜ । ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା । ଧରାପୃଷ୍ଠରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ।...

Login