The Ultimate Managed Hosting Platform
ADVERTISEMENT

ପ୍ରୟାଗରାଜ ମହାକୁମ୍ଭ ଦଳାଚକଟାରେ ଦୁଃଖ ପ୍ରକାଶ କଲେ ମୋଦି

Facebook
Twitter
LinkedIn

ପ୍ରୟାଗରାଜ : ପ୍ରୟାଗରାଜର ମହାକୁମ୍ଭରେ ମୌନୀ ଅମାବାସ୍ୟା ଅବସରରେ କୋଟି କୋଟି ଶ୍ରଦ୍ଧାଳୁ ସ୍ନାନ କରିବାକୁ ପହଞ୍ଚିଛନ୍ତି । ଶ୍ରଦ୍ଧାଳୁଙ୍କ ଭିଡ଼ ଯୋଗୁଁ ଦଳାଚକଟା ହେବା ପରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ମୌନୀ ଅମାବାସ୍ୟାରେ ପବିତ୍ର ବୁଡ଼ ପକାଇବା ପାଇଁ ହଜାର ହଜାର ଭକ୍ତ ତ୍ରିବେଣୀ ସଂଗମରେ ପ୍ରବେଶ କରିବା ସମୟରେ ଏହି ଅଘଟଣ ଘଟିଥିଲା । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ପ୍ରୟାଗରାଜ ମହାକୁମ୍ଭରେ ହୋଇଥିବା ଘଟଣା ଅତ୍ୟନ୍ତ ଦୁଃଖଦ । ନିଜର ପ୍ରିୟଜନଙ୍କୁ ହରାଇଥିବା ଭକ୍ତମାନଙ୍କ ପ୍ରତି ଗଭୀର ସମବେଦନା । ଏହାସହିତ ସମସ୍ତ ଆହତ ଶୀଘ୍ର ସୁସ୍ଥ ହେବା କାମନା କରିଛନ୍ତି । ସ୍ଥାନୀୟ ପ୍ରଶାସନ ପୀଡିତଙ୍କୁ ଯଥାସମ୍ଭବ ସହାୟତା କରିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ ଲଗାତାର କଥା ହେଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login