The Ultimate Managed Hosting Platform
ADVERTISEMENT

ଫେବୃଆରୀ ୧୩ରୁ ବିଧାନସଭା ବଜେଟ ଅଧିବେଶନ

Facebook
Twitter
LinkedIn

ଭୁବନେଶ୍ୱର : ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।ଶାନ୍ତିଶୃଙ୍ଖଳାର ସହିତ ବଜେଟ୍ ଅଧିବେଶନ ଅନୁଷ୍ଠିତ କରାଯିବା ପାଇଁ ସେନେଇ ବାଚସ୍ପତି ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ଏହି ବୈଠକ ଡକାଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login