The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ

Facebook
Twitter
LinkedIn

ଭୁବନେଶ୍ୱର : ପଶ୍ଚିମକେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ସକାଳେ ଅବପାତ । ଘନୀଭୂତ ହୋଇ ୨୫ ସନ୍ଧ୍ୟାରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ । ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ଉତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହୋଇପାରେ ।
ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ସେପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୁଳୁଗୁଳି ସହ ଗ୍ରୀଷ୍ମ ପ୍ରବାହ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login