The Ultimate Managed Hosting Platform
ADVERTISEMENT

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା ବାତ୍ୟା । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ତାମିଲନାଡ଼ୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବା ସମ୍ଭାବନା ରହିଛି । ତେବେ ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡୁ ନଥିବା ବେଳେ, ସମ୍ଭାବ୍ୟ ବାତ୍ୟାର ପ୍ରଭାବ ତାମିଲନାଡୁ ଓ ଆନ୍ଧ୍ରରେ ରହିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି । ତେବେ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ୩୦ରୁ ଡିସେମ୍ବାର ୨ ତାରିଖ ଭିତରେ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି କିଛି ଜିଲ୍ଲା ମାନଙ୍କରେ ସାମନ୍ୟ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login