ଭୁବନେଶ୍ୱର : ବଜେଟ ଅଧିବେଶନରେ ଦୀର୍ଘ ଭାଷଣ ଦେଲେ ରାଜ୍ୟପାଳ । ମୋଟ ୧ ଘଣ୍ଟା ୫୮ ମିନିଟ ବକ୍ତବ୍ୟ ରଖିଲେ ରାଜ୍ୟପାଳ । ଦିନ ୧୧ଟାରୁ ଆରମ୍ଭ ଭାଷଣ ୧୨ଟା ୫୮ ମିନିଟରେ ସରିଲା । ମୋଟ ୫୬ ପୃଷ୍ଠାକ ଭାଷଣ ପଢିଲେ ରାଜ୍ୟପାଳ । ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର । ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ । ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ । ସମସ୍ତ ସଦସ୍ୟଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି ।
ରାଜ୍ୟପାଳ ରଘୁବର ଦାସ କହିଛନ୍ତି, ଗତ ୧୭ ଜାନୁଆରୀରେ ୮୦୦ କୋଟି ବ୍ୟୟରେ ହୋଇଥିବା ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସରକାରଙ୍କୁ ଧନ୍ୟବାଦ । ପୁରୀ ପରିକ୍ରମା ପ୍ରକଳ୍ପ ଜରିଆରେ ଭକ୍ତଙ୍କୁ ଆଧ୍ୟାତ୍ମିକ ଅନୁଭବ ଦେବା ସହ ସେମାନଙ୍କ ପାଇଁ ଅନେକ ସୁବିଧା ଯୋଗାଇ ଦିଆଯାଇଛି । ଶ୍ରୀମନ୍ଦିର ଠାରୁ ୭୫ ମିଟର ଯାଏଁ ହୋଇଥିବା ପରିକ୍ରମା ପ୍ରକଳ୍ପ ଦ୍ୱାରା ଭକ୍ତମାନେ ଆଧ୍ୟାତ୍ମିକ ଅନୁଭୂତି ହାସଲ କରୁଛନ୍ତି ।
ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ୧ ଘଣ୍ଟା ୫୮ ମିନିଟ ଅଭିଭାଷଣ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







