The Ultimate Managed Hosting Platform
ADVERTISEMENT

ବଢିଲା ରବି ଧାନ ସଂଗ୍ରହ ପଂଜୀକରଣ ଅବଧି

Facebook
Twitter
LinkedIn

ଭୁବନେଶ୍ୱର : ରବି ଧାନ ସଂଗ୍ରହ ପଂଜୀକରଣ ଅବଧୀ ବଢିଲା । ପୂର୍ବରୁ ମାର୍ଟ୍ଟ ୨୦ ତାରିଖ ଯାଏଁ ଅବଧି ରହିଥିଲା । ଏବେ ଏହି ସମୟକୁ ଆଉ ୭ ଦିନ ପାଇଁ ବୃଦ୍ଧି କରାଯାଇଛି । ଚାଷୀ ପାକ୍ସ କିମ୍ବା ସମବାୟ ଅନୁଷ୍ଠାନରେ ପଂଜୀକରଣ କରି ପାରିବେ ।

ପୁଣି ଜୟନାରାୟଣଙ୍କ ବଢିଲା ଅଡୁଆ
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ : ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...

ADVERTISEMENT

Login