The Ultimate Managed Hosting Platform
ADVERTISEMENT

ବଦଳିବ ପାଗ ; ବୁଧବାରଠୁ ରାଜ୍ୟରେ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ଫେବ୍ରୁଆରୀ ମାସ ଆରମ୍ଭରୁ ହିଁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଏପରିକି ରାଜଧାନୀ ଭୁବନେଶ୍ବରରେ ବି ତାତି ଏବେଠୁ ହିଁ ଡରାଇଲାଣି । ଏହାରି ମଧ୍ୟରେ ଆଶ୍ବସ୍ତିକର ଖବର ଆସିଛି । ଆସନ୍ତା ୧୯, ୨୦ ଓ ୨୧ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ରେ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ ସମେତ କେନ୍ଦୁଝର ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login