ଭୁବନେଶ୍ୱର : ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଆରମ୍ଭ ହେବ ଫାଇନାନସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ । ଯୋଜନାର ନିଦେ୍ର୍ଦଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ । ଏହାର ପ୍ରସ୍ତୁତି କାର୍ଯ୍ୟ ଚାଲୁ ରହିଛି ବୋଲି କହିଛନ୍ତି ମନ୍ତ୍ରୀ । ନୂଆ ଓ କାର୍ଯ୍ୟକ୍ରମ ପାଇଁଏଥର ବଜେଟରେ ଅର୍ଥ ବରାଦ ହୋଇନାହିଁ ।
Views: 85











