The Ultimate Managed Hosting Platform
ADVERTISEMENT

ବନ୍ଧୁକ ମୁନରେ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ

Facebook
Twitter
LinkedIn

ଜଳେଶ୍ୱର : ବନ୍ଧୁକ ମୁନରେ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ । କର୍ମଦା ଥାନା ପାର୍ ପଡିଆରେ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ । ଅପହରଣ ଉଦ୍ୟମ ବେଳେ ଯୁବକଙ୍କୁ ଧରିଲେ ଲୋକେ । ଯୁବକଙ୍କ ନିକଟରୁ ଗୋଟିଏ ବନ୍ଧୁକ ସହ ୨ଟି ଗୁଳି ଜବତ । ଏକତରଫା ପ୍ରେମରୁ ଯୁବକ ଅପହରଣ ଉଦ୍ୟମ କରିଥିବା ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login