The Ultimate Managed Hosting Platform
ADVERTISEMENT

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

Facebook
Twitter
LinkedIn

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା ରାଶି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ବନ୍ୟଜନ୍ତୁ ଘର ଭାଙ୍ଗିଲେ ଅନ୍ତ୍ୟୋଦୟ ଘର ବା ସମାନ ଆର୍ଥିକ ରାଶି ମିଳିବ । ରୋଷେଇ ଘର, ଧାନ ରହୁଥିବା ଘର , ଗୁହାଳ ଭାଙ୍ଗିଲେ ୩ ହଜାର ମିଳିବ । ପକ୍କା ପାଚେରି ଭାଙ୍ଗିଲେ ମିଟର ପିଛା ୫ ହଜାର ସର୍ବାଧିକ ୨୫ ହଜାର ମିଳିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login