The Ultimate Managed Hosting Platform
ADVERTISEMENT

ବରଗଡରୁ ପୁରୀ ଯିବ ରଥକାଠ

Facebook
Twitter
LinkedIn

ପୁରୀ : ରଥଯାତ୍ରା ପାଇଁ ବରଗଡରୁ ପୁରୀ ଯିବ ରଥକାଠ । ବରଗଡରେ ପୁରୀ ଶ୍ରୀମନ୍ଦିରର ୫ ଜଣିଆ ଟିମ୍ । ପଦ୍ମପୁର ଜଙ୍ଗଲରେ ସର୍ଭେ କରିବ ୫ ଜଣିଆ ଟିମ୍ । ଟିମ୍ ସହ ଉପସ୍ଥିତ ରହିବେ ବରଗଡ ଡିଏଫଓ । ସର୍ବେକ୍ଷଣ ସମୟରେ ଏହି ଟିମ୍ ସହିତ ବରଗଡ଼଼ ଡିଏଫ୍ଓ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି । ଅନ୍ୟପଟେ ପାଞ୍ଜି ସମନ୍ବୟ ବୈଠକରେ ଅନୁମୋଦିତ ୨୦୨୫-୨୬ ବର୍ଷର ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି । ଜାରି ତାଲିକାରେ ଏପ୍ରିଲ ୩୦ରେ ପବିତ୍ର ଅକ୍ଷୟ ତୃତୀୟ ପଡ଼ୁଛି । ଏହିଦିନ ରଥକାଠ ଅନୁକୂଳ ସହ ରଥଯାତ୍ରାର ଆଦ୍ୟ ପର୍ବ ଆରମ୍ଭ ହେବ । ସେହିଭଳି ପ୍ରସିଦ୍ଧ ଚନ୍ଦନଯାତ୍ରା ବି ଏହି ଦିନଠାରୁ ଆରମ୍ଭ ହେବ । ମେ ୧୯ରେ ଭଉଁରି ଯାତ୍ରା, ଜୁନ୍ ୧୧ରେ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ଜୁନ ୨୭ରେ ରଥଯାତ୍ରା ଅନୁଷ୍ଠିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login