The Ultimate Managed Hosting Platform
ADVERTISEMENT

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

Facebook
Twitter
LinkedIn

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା ସହ ସାଧାରଣ ସଭା ଆୟୋଜିତ ହେବ । ପଦଯାତ୍ରା ଏଫ୍ ଏମ୍ କଲେଜରୁ ବାହାରିବ। ସାଧାରଣ ସଭା ମଧ୍ୟ ଅନୁଷ୍ଠିତ ହେବ। ବଳଙ୍ଗାରୁ ନିମାପଡ଼ା ପର୍ୟ୍ୟନ୍ତ ପଦଯାତ୍ରା କରିବ କଂଗ୍ରେସ । ନିମାପଡାରେ ସାଧାରଣ ସଭା ଅନୁଷ୍ଠିତ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login