The Ultimate Managed Hosting Platform
ADVERTISEMENT

ବସ-ଟ୍ରକ ମୁହାଁମୁହିଁ ଧକ୍କା, ୨୦ ଆହତ

Facebook
Twitter
LinkedIn

ଆଠଗଡ : ବସ-ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ହୋଇଛନ୍ତି । ଆଠଗଡ ଥାନା ମୁଣ୍ଡଳୀ ରାସ୍ତାର ଛତାବର ନିକଟରେ ଦୁର୍ଘଟଣା । ସମସ୍ତ ଆହତ ଆଠଗଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣା ସ୍ଥଳରେ ଆଠଗଡ଼ ପୋଲିସ୍ ଓ ଆଠଗଡ଼ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାରକରିଛନ୍ତି । ବସ୍ ଟି ଆଠଗଡ଼ରୁ କଟକ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ହୋଇଥିଲା । ସମସ୍ତ ଆହାତ ସମସରପୁର ପଞ୍ଚାୟତର ହୋଇଥିବା ସୂଚନା ମିଳିଛି । ଆୟୂଷ୍ମାନ ଯୋଜନାର ଶୁଭାରମ୍ଭରେ ଯୋଗ ଦେବାକୁ କଟକ ଯାଉଥିଲେ ବୋଲି ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login