The Ultimate Managed Hosting Platform
ADVERTISEMENT

ବସ ଧକ୍କାରେ ଚାଲିଗଲା ସ୍କୁଟି ଚାଳକଙ୍କ ଜୀବନ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ବର ଘାଟିକିଆ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ସ୍କୁଟି ଚାଳକଙ୍କ ଉପରେ ମାଡିଗଲା ଘରୋଇ ବିଶ୍ୱବିଦ୍ୟାଳୟର ବସ । ଘଟଣାସ୍ଥଳରେ ରାସ୍ତାରୋକ ସହ ଉତ୍ତେଜନା ଦେଖାଦେଇଛି । ମୃତକ ହେଲେ ପାଇକରାପୁର ଅଞ୍ଚଳର ସୌମ୍ୟ ରଞ୍ଜନ ସାହୁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login