The Ultimate Managed Hosting Platform
ADVERTISEMENT

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ହତ୍ୟା ; ୭ ଗିରଫ

Facebook
Twitter
LinkedIn

ନୂଆଦିଲ୍ଲୀ : ଛାତ୍ର ନେତା ଉସମାନ ହାଦିଙ୍କ ମୃତ୍ୟୁ ପରେ ଜଳୁଛି ବାଂଲାଦେଶ । ସ୍ଥିତି ପୁଣି ଥରେ ଖରାପ ହୋଇଛି । ଗୁରୁବାର ରାତିରେ ହାଦିଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଦେଶରେ ଦଙ୍ଗା ଆରମ୍ଭ ହୋଇଥିଲା । ଜଣେ ହିନ୍ଦୁ ଯୁବକଙ୍କ ନିର୍ମମ ହତ୍ୟା କରିବା ମାମଲାରେ ୭ ଜଣଙ୍କୁ ଗିରଫ କରାଯାଇଛି । ସୋସିଆଲ ମିଡିଆରେ ଭିଡିଓ ଭାଇରାଲ:ଦୀପୁଚନ୍ଦ୍ର ଦାସଙ୍କ ହତ୍ୟା ପାଇଁ ବାଂଲାଦେଶ ଅନ୍ତର୍ଜାତୀୟ ସମାଲୋଚନାର ସମ୍ମୁଖୀନ ହୋଇଥିଲା । ଭାରତ ଏହି ଘଟଣାର ତୀବ୍ର ନିନ୍ଦା କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login