The Ultimate Managed Hosting Platform
ADVERTISEMENT

ବାପା ହେଲେ ରାମଚରଣ , ଘରକୁ ଆସିଲେ କୁନି ଅତିଥି

Facebook
Twitter
LinkedIn

ନୂଆଦିଲ୍ଲୀ : ସାଉଥ ସୁପରଷ୍ଟାର ରାମଚରଣ ବାପା ହୋଇଛନ୍ତି । ରାମଚରଣଙ୍କ ପତ୍ନୀ ଉପାସନା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ହାଇଦ୍ରାବାଦର ଆପୋଲୋ ହସ୍ପିଟାଲରେ ଉପାସନା ଆଜି ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ବିବାହର ୧୧ ବର୍ଷ ପରେ ଉଭୟେ ବାପା ମା ହୋଇଛନ୍ତି । ଉଭୟ ମା ଓ ଶିଶୁ ସୁରକ୍ଷିତ ଥିବା ମେଡିକାଲ ତରଫରୁ ସୂଚନା ଦିଆଯାଇଛି। ରାମଚରଣ ବାପା ହେବା ପରେ ତାଙ୍କ ବାପା ମେଗାଷ୍ଟାର ଚିରଞ୍ଜୀବୀଙ୍କ ଘରେ ସେଲିବ୍ରେସନ ଆରମ୍ଭ ହୋଇଯାଇଛି। ଦୀର୍ଘ ବର୍ଷ ପରେ ଘରକୁ ନୂଆ ଅତିଥି ଆସିଥିବାରୁ ଖୁସିରେ ସମସ୍ତେ ମସଗୁଲ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login