The Ultimate Managed Hosting Platform
ADVERTISEMENT

ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ସସପେଣ୍ଡ

Facebook
Twitter
LinkedIn

ଭୁବନେଶ୍ୱର : ବାମରା ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ସସପେଣ୍ଡ କଲେ ସରକାର । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ ଟିମ । ଡ୍ରାଇଭର ପ୍ରବୀଣ କୁମାରଙ୍କ ମାଧ୍ୟମରେ ନେଉଥିଲେ ଲାଞ୍ଚ । ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଟଙ୍କା । ୨୦୧୯ ବ୍ୟାଚର ଓଏସ ଟପ୍ପର ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା । ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିଲା । ଅଭିଯୁକ୍ତଦ୍ୱୟଙ୍କୁ ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା । ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ବେଳେ ଏବେ ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ସସପେଣ୍ଡ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login