The Ultimate Managed Hosting Platform
ADVERTISEMENT

ବାଲିରେ ଭୟଙ୍କର ଭୂମିକମ୍ପ

Facebook
Twitter
LinkedIn

ନୂଆଦିଲ୍ଲୀ : ଥରିଲା ବାଲି। ଇଣ୍ଡୋନେସିଆର ବାଲି ସାମୁଦ୍ରିକ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ରହିଛି ୭.୦। ସମୁଦ୍ର ମଝିରେ ଭୂକମ୍ପ ଯୋଗୁଁ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଆମେରିକା ଭୂ-ବିଜ୍ଞାନ ସର୍ଭେ ସଂସ୍ଥା ଅନୁଯାୟୀ, ଗିଲ୍ଲି ଏୟାର ଦ୍ବୀପର ଉତ୍ତର-ପୂର୍ବରେ ପ୍ରାୟ ୧୮୨ କିଲୋମିଟର ଦୂରତା ଝଟକା ଲାଗିଛି । ତେବେ ଭୂମିକମ୍ପ ପରେ ସୂନାମୀ ସତର୍କତା ଜାରି ହୋଇନାହିଁ । ଅନ୍ୟପଟେ ବାଲି ଏବଂ ଲମ୍ବୋକ କିଛି ଅଞ୍ଚଳରେ ମଧ୍ୟମ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର କେନ୍ଦ୍ରସ୍ଥଳି ଇଣ୍ଡୋନେସିଆର ମାତରାମ ଠାରୁ ୨୦୧ କିଲୋମିଟର ଏବଂ ୫୧୮ କିଲୋମିଟର ଦୂରରେ ଏହାର କେନ୍ଦ୍ରସ୍ଥଳି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସ୍ୱାମୀଙ୍କ ଅନୁପସ୍ଥିତିରେ ମହିଳାଙ୍କୁ ଦୁଷ୍କର୍ମ କଲେ ଘର ମାଲିକ

ହାଇଦ୍ରାବାଦରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ !

ହାଇଦ୍ରାବାଦ : ହାଇଦ୍ରାବାଦର କୋମପାଲିରେ ଓଡିଆ ଶିକ୍ଷୟତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସ୍ୱାମୀ ଓଡିଶା ଆସିଥିବା ବେଳେ ଦୁଷ୍କର୍ମ ପରେ ହତ୍ୟା କରିଥିବା ଅଭିଯୋଗ...

Login