The Ultimate Managed Hosting Platform
ADVERTISEMENT

ବାଲି ଉଠାଣରେ ହାଇକୋର୍ଟଙ୍କ ରୋକ

Facebook
Twitter
LinkedIn

ଭୁବନେଶ୍ୱର : ବାଲି ଉଠାଣ ଉପରେ ପୁଣି ହାଇକୋର୍ଟଙ୍କ ରୋକ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ । ଗତ ୨୧ ତାରିଖରେ ବିଜ୍ଞପ୍ତି ଜାରି କରିଥିଲା ଖଣି ବିଭାଗ । ଅତି ଅବଶ୍ୟକକୁ ଦୃଷ୍ଟିରେ ରଖି ଅନୁମତି ଦେଇଥିଲା ବିଭାଗ । ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଏଭଳି ବିଜ୍ଞପ୍ତି ଜାରି କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login