The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବାଲୁକା କଳାରେ ସ୍ୱାଧୀନତା ଦିବସର ଶୁଭେଚ୍ଛା

Facebook
Twitter
LinkedIn

ପୁରୀ : ବାଲୁକା କଳା ମାଧ୍ୟମରେ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୭୭ ତମ ସ୍ୱାଧୀନତା ଦିବସ ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବାଲୁକା କଳାରେ ଭାରତ ଜାତୀୟ ପତାକା ସମେତ ଐତିହ କୀର୍ତ୍ତିରାଜି ଓ କଳା ସଂସ୍କୃତିକୁ ସ୍ଥାନିତ କରିଥିବା ବେଳେ ଚନ୍ଦଯାନ-୩ର ସଫଳ ଯାତ୍ରାକୁ ସ୍ଥାନ ଦିଆଯାଇଛି । ବାଲୁକା କଳା ଦେଖିବାକୁ ପର‌୍ୟ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login