The Ultimate Managed Hosting Platform
ADVERTISEMENT

ବାଲେଶ୍ୱରରେ ପୋଲିସର ଫ୍ଲାଗ ମାର୍ଚ୍ଚ

Facebook
Twitter
LinkedIn

ବାଲେଶ୍ୱର : ରାମନବମୀକୁ ଶୃଙ୍ଖଳିତ ପାଳନ ପାଇଁ ପୋଲିସର ଫ୍ଲାଗମାର୍ଚ୍ଚ । ସହରର ବିଭିନ୍ନ ସମ୍ବେଦନଶୀଳ ଅଂଚଳରେ ପୋଲିସର ଫ୍ଲାଗମାର୍ଚ୍ଚ । ଫ୍ଲାଗ ମାର୍ଚ୍ଚରେ ଆରଏଏଫ, ସିଆରପିଏଫ ଓ ପୋଲିସ ସାମିଲ । ବାଲେଶ୍ୱର ଜିଲ୍ଲା ଏସପି ସାଗରିକା ନାଥଙ୍କ ନେତୃତ୍ୱରେ ଫ୍ଲାଗମାର୍ଚ୍ଚ ।

ବିଭିନ୍ନ ସ୍ଥାନରେ କୁଆ ପଥର ବର୍ଷା
ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login