The Ultimate Managed Hosting Platform
ADVERTISEMENT

ବାହାନଗା ଟ୍ରାଜେଡି : ଆଉ ଜଣଙ୍କ ମୃତ୍ୟୁ

Facebook
Twitter
LinkedIn

କଟକ : ଏସସିବିରେ ଚିକିତ୍ସାଧୀନ ଆଉ ଜଣଙ୍କ ମୃତ୍ୟୁ । ମୃତକ ବିହାରର ପ୍ରକାଶ ରାଜ । ସର୍ଜରୀ ୱାର୍ଡରେ ଚିକିତ୍ସାଧୀନ ଥିଲେ । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ଜଣଙ୍କର ଆଇସିୟୁରେ ଚିକିତ୍ସା ଚାଲିଥିଲା। ମୃତକଙ୍କ ନାମ ପ୍ରକାଶ କୁମାର ରାମ। ବୟସ ୧୭ ବର୍ଷ। ଘର ବିହାରରେ। ପ୍ରକାଶ କୁମାରଙ୍କ ଇଣ୍ଟରନାଲ ଇଞ୍ଜୁରୀ ଥିଲା। ଏଥିଲାଗି ତାଙ୍କୂ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଜି ତାଙ୍କର ମୃତ ହୋଇଥିବା ନେଇ ସୂଚନା ଦେଇଛନ୍ତି କଟକ ଏସସିବିର ମେଡ଼ିକାଲର କୁଳ ସଚିବ ଡକ୍ଟର ଅବିନାଶ ରାଉତ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login