The Ultimate Managed Hosting Platform
ADVERTISEMENT

ବାହାନଗା ଟ୍ରାଜେଡି : ୬୬୧ ଜଣଙ୍କୁ କ୍ଷତି ପୂରଣ

Facebook
Twitter
LinkedIn

ଭୁବନେଶ୍ୱର : ଏଯାବତ ୬୬୧ ଜଣଙ୍କୁ ମିଳିଛି କ୍ଷତି ପୂରଣ । ରେଲୱେ ପକ୍ଷରୁ ୬୬୧ ଜଣଙ୍କୁ ଦିଆଯାଇଛି କ୍ଷତିପୂରଣ ରାଶି । ସାଉଥ ଇଷ୍ଟର୍ଣ୍ଣ ରେଲୱେ ସିପିଆରଓ ଆଦିତ୍ୟ ଚୈାଧୁରୀଙ୍କ ସୂଚନା । ୬୬୧ ଜଣଙ୍କୁ ୨୨.୬୬ କୋଟି କ୍ଷତିପୂରଣ ଦିଆଯାଇଥିବା କହିଲେ ।
ସେପଟେ ବାହାନଗା ଟ୍ରେନ୍ ଦୁର୍ଘଟଣାର ସପ୍ତାହେ ପରେ ସ୍ବାଭାବିକ ହୋଇଛି ଟ୍ରେନ୍ ଚଳାଚଳ । ମରାମତି ଓ ପୁନରୁଦ୍ଧାର ପରେ ୪ଟି ଲେନରେ ଟ୍ରେନ୍ ଚଳପ୍ରଚଳ ଚାଲିଛି । ବାହାନଗା ରେଳ ଧାରଣାରେ ମରାମତି ଚାଲିଥିବାରୁ କିଛି ଟ୍ରେନକୁ ବାତିଲ କରାଯାଇଛି । ଅଧିକାଂଶ ଟ୍ରେନ୍ ଚାଲୁଛି । ଖୁବଶୀଘ୍ର ସବୁ ଟ୍ରେନ୍ ଚଳପ୍ରଚଳ କରିବ ବୋଲି କହିଛନ୍ତି ଦକ୍ଷିଣ ପୂର୍ବ ରେଳପଥର ସିପିଆରଓ ଆଦିତ୍ୟ କୁମାର ଚୌଧୁରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତି

କଟକ : ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି ନିହାର ରଞ୍ଜନ ମହାନ୍ତି । ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ...

Login