The Ultimate Managed Hosting Platform
ADVERTISEMENT

ବାହୁଡା ଯାତ୍ରା ସୁପରିଚାଳନା ପାଇଁ ସବୁ ଦିଗକୁ ତର୍ଜମା କରାଯାଇଛ : ଆଇନମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ମହାପ୍ରଭୁଙ୍କ ଆଶୀର୍ବାଦରୁ ବାହୁଡ଼ା ଯାତ୍ରାଠୁ ନେଇ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ ସମସ୍ତ କାର୍ୟ୍ୟ ସୁରୁଖୁରୁରେ ସଫଳତାର ସହିତ ଆୟୋଜନ ହେବ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହା କହିଛନ୍ତି। ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ଦିଗକୁ ଲକ୍ଷ ରଖା ଯାଇଛି। ସବୁ ଦିଗକୁ ତର୍ଜମା କରାଯାଇଛି। ପୁଲିସ ବ୍ୟବସ୍ଥାଠୁ ନେଇ ପ୍ରଶାସନିକ ବ୍ୟବସ୍ଥା ପର୍ୟ୍ୟନ୍ତ ସବୁ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି। ମୋର ପୂର୍ଣ୍ଣ ବିଶ୍ୱାସ ଅଛି। ତା ସହିତ ପ୍ରଭୁଙ୍କ ଆଶୀର୍ବାଦ ମଧ୍ୟ ଅଛି। ତେଣୁ ବାହୁଡ଼ା ଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ ମହାପ୍ରଭୁଙ୍କର ସମସ୍ତ କାର୍ୟ୍ୟକ୍ରମ ସୁରୁଖୁରୁରେ ଆୟୋଜନ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login