The Ultimate Managed Hosting Platform
ADVERTISEMENT

ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର

Facebook
Twitter
LinkedIn

ଭୁବନେଶ୍ୱର : ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର । ପଞ୍ଚାୟତ କର୍ମଚାରୀଙ୍କ ଠାରୁ ବିଡିଓଙ୍କ ପାଇଁ ଲାଗୁହେବ ବାୟୋମେଟ୍ରିକ ବ୍ୟବସ୍ଥା । ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗୁହେବ । ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ନିଦେ୍ର୍ଦଶ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login