ଭୁବନେଶ୍ୱର : ବିଜୁ ବାବୁଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ନିର୍ମାତା ବିଜୁ ବାବୁ। ସେ ଓଡ଼ିଶାର ପୁର୍ନଗଠନ କରିଥିଲେ, ଓଡ଼ିଶାର ଶିଳ୍ପନୀତିକୁ ବିଜୁ ବାବୁ ବହୁତ ଆଗକୁ ନେଇଥିଲେ। ଜଣେ ବରପୁତ୍ର ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହିସାବରେ ତାଙ୍କ ଅବଦାନ ଅତୁଳନୀୟ।
Views: 25