The Ultimate Managed Hosting Platform
ADVERTISEMENT

ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ବିଜୁ ଜନତା ଦଳ ସାଂଗଠନିକ ନିର୍ବାଚନ। ବିଜେଡି ରାଜ୍ୟ ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ନବୀନ ପଟ୍ଟନାୟକ। ଏକମାତ୍ର ପ୍ରାର୍ଥୀଭାବେ ନବମ ଥର ପାଇଁ ରାଜ୍ୟ ବିଜେଡି ସଭାପତି ହେବାକୁ ନାମାଙ୍କନ ଭରିଛନ୍ତି ନବୀନ । ଦଳୀୟ ନେତା ଓ କର୍ମୀଙ୍କ ଗହଣରେ ଶଙ୍ଖ ଭବନରେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି। ଏପ୍ରିଲ ୧୯ରେ ହେବ ସଭାପତିଙ୍କ ନାମ ଘୋଷଣା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login