The Ultimate Managed Hosting Platform
ADVERTISEMENT

ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକ ନିଲମ୍ବିତ

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକ ନିଲମ୍ବିତ । ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ । କଂଗ୍ରେସର ମୋଟ ୧୪ ବିଧାୟକଙ୍କ ଭିତରୁ ୧୨ ଜଣ ନିଲମ୍ବିତ । ରାମଚନ୍ଦ୍ର କାଡାମ, ସିଏସ ରାଜନ ଏକ୍କା, ଦାସରଥୀ ଗମାଙ୍ଗ ନିଲମ୍ବିତ । ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ , ପ୍ରଫୁଲ୍ଲ ପ୍ରଧାନ ନିଲମ୍ବିତ । ମଙ୍ଗୁ ଖିଲ, ପବିତ୍ର ସାଉନ୍ତା , କାଡ୍ରାକା ଆପାଲାସ୍ୱାମୀ ନିଲମ୍ବିତ । ନୀଳମାଧବ ହିକକା ଏବଂ ସୋଫିଆ ଫିଦେ୍ର୍ଦାସ ମଧ୍ୟ ନିଲମ୍ବିତ । ତାରା ବାହିନୀ ଏବଂ ରମେଶ ଜେନାଙ୍କୁ ଛାଡି ଅନ୍ୟ ସମସ୍ତେ ନିଲମ୍ବିତ । ନିଲମ୍ବନ ପାଇ ଁପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login