The Ultimate Managed Hosting Platform
ADVERTISEMENT

ବିଧାନସଭାରେ ଅପପୁଷ୍ଟି ପ୍ରସଙ୍ଗ

Facebook
Twitter
LinkedIn

ଭୁବନେଶ୍ୱର : ବିଧାନସଭାରେ ଅପପୁଷ୍ଟି ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା । ଅପପୁଷ୍ଟି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଜୟନାରାୟଣ ମିଶ୍ରଙ୍କ ସମାଲୋଚନା । ଓଡିଶାରେ ୧୯ ପ୍ରତିଶତ ଛୁଆ କମ୍ ଓଜନର ଜନ୍ମ ହେଉଛନ୍ତି । ୩୧% ପୁଷ୍ଟି ହୀନତା, ୬୪% ଶିଶୁ ରକ୍ତହୀନତାର ଶିକାର ହେଉଛନ୍ତି । ଏଇଟା କଣ ୫ଟି, ଏହା କଣ ଓଡିଶାର ବିକାଶ ବୋଲି ପ୍ରଶ୍ନ କଲେ । ଏ ନେଇ ଗୃହରେ ବିବୃତି ଦାବି କଲେ ଜୟନାରାୟଣ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login