The Ultimate Managed Hosting Platform
ADVERTISEMENT

ବିଧାୟକ ଅରୁଣ ସାହୁଙ୍କୁ ହାଇକୋର୍ଟଙ୍କ ନୋଟିସ

Facebook
Twitter
LinkedIn

କଟକ: ବିଧାୟକ ଅରୁଣ ସାହୁଙ୍କୁ ହାଇକୋର୍ଟ ନୋଟିସ ଜାରି । ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗ ହୋଇଥିଲା। ଏନେଇ ପ୍ରତିପକ୍ଷ ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ହାଇକୋର୍ଟରେ ମାମଲା କରିଥିଲେ। ମାମଲାକୁ ଗ୍ରହଣ କରି କୋର୍ଟ ପ୍ରତିପକ୍ଷ ଅରୁଣ ସାହୁଙ୍କୁ ନୋଟିସ ଜାରି କରିଛନ୍ତି। ଆସନ୍ତା ଅଗଷ୍ଟ ୨୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login