The Ultimate Managed Hosting Platform
ADVERTISEMENT

ବିରିଡି ଥାନାରେ ଥାର୍ଡ ଡିଗ୍ରୀ !

Facebook
Twitter
LinkedIn

ଜଗତସିଂହପୁର : ବିରିଡି ଥାନାରେ ପୋଲିସର ଥାର୍ଡ ଡିଗ୍ରୀ ଅଭିଯୋଗ । ଏସପିଙ୍କ ନିକଟରେ ବାଲିଆ କୃତିବାସ ପାଟଣା ଗାଁର ଯୁବକଙ୍କ ଅଭିଯୋଗ । ବିରିଡି ଥାନା ଅଧିକାରୀଙ୍କ ନାଁରେ ଯୁବକ ଆଣିଲେ ସାଘଂତିକ ଅଭିଯୋଗ । ମାନବାଧିକାର କମିଶନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଯୁବକ । ଥାନା ଭିତରେ ଅମାନୁଷିକ ମାଡ ଯୋଗୁ ଗୁରୁତର ଥିଲେ। ଚିକିତ୍ସିତ ହେବା ପରେ ଗତ ୩ ତାରିଖରେ ଜଗତସିଂହପୁର ଏସପି ଓ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କରିବେ ବୋଲି କହିଛନ୍ତି ପାର୍ଥ । ଅଭିଯୋଗ ଅନୁସାରେ ଗତ ଜୁଲାଇ ୨୫ତାରିଖ ଦିନ ବିରିଡି ବ୍ଲକ କାର୍ୟ୍ୟାଳୟରେ ବିଧାୟକ ରମାକାନ୍ତ ଭୋଇଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ହେବାର ଥିଲା । ମାତ୍ର ସମୀକ୍ଷା ବୈଠକ ନକରି ବିଧାୟକ ଚାଲିଯିବା କାରଣରୁ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ପୋଲିସ ଘଟଣା ସ୍ଥଳରୁ ପାର୍ଥଙ୍କୁ ଉଠାଇ ନେଇ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକା ଦୁଷ୍କର୍ମକାରୀକୁ ୨୫ ବର୍ଷ କାରାଦଣ୍ଡ

୩ ଦୁଷ୍କର୍ମୀଙ୍କୁ ଆଜୀବନ

ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...

ADVERTISEMENT

Login