ନୂଆଦିଲ୍ଲୀ : ବାର୍ଷିକ ଚୁକ୍ତି ତାଲିକା ଜାରି କଲା ବିସିସିଆଇ । ଏପ୍ଲସ କାଟାଗୋରୀରେ ରୋହିତ ଶର୍ମା, ବିରାଟ କୋହଲି, ବୁମରା, ଜାଡେଜା । ଏ କାଟାଗୋରୀରେ ସିରାଜ, କେଏଲ ରାହୁଲ, ଗିଲ, ହାର୍ଦ୍ଦିକ ପାଣ୍ଡ୍ୟା, ମହମ୍ମଦ ସାମୀ ଓ ରିଶଭ ପନ୍ଥ ସାମିଲ । ବି କାଟାଗାରେୀରେ ସୂର୍ଯ୍ୟ କୁମାର , କୁଲଦୀପ ଯଦାପ, ଅକ୍ଷର ପଟେଲ. ଯଶସ୍ୱୀ ଜୟସ୍ୱାଲ ଓ ଶ୍ରେୟସ ଆୟର ସାମିଲ । ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟକୁ ଫେରିଲେ ଆୟର, କିଶନ । ଶ୍ରେୟସ ଆୟରଙ୍କୁ ଗ୍ରେଡ ବି ଓ ଇଶାନ କିଶନଙ୍କୁ ଗ୍ରେଡ ସି କଣ୍ଟ୍ରାକ୍ଟ । ଘରୋଇ କ୍ରିକେଟ ନଖେଳିବା କାରଣରୁ ଶ୍ରେୟାସ ଆୟର ଓ ଇଶାନ କିଷାନଙ୍କୁ ଗତ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ ଦିଆଯାଇଥିଲା । ଏଥର କିନ୍ତୁ ଦିନିକିଆରେ ଦମଦାର ପ୍ରଦର୍ଶନ କରିବା ପରେ ତାଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ ସାମିଲ କରାଯାଇଛି । ସେ ନିଜ ଦକ୍ଷତାକୁ ସାବ୍ୟସ୍ତ କରିବାରେ ସଫଳ ହୋଇଥିଲେ । ସେହିପରି ଇଶାନ କିଷାନଙ୍କୁ ବେଶି କିଛି କରିବାକୁ ପଡ଼ିନଥିଲା । ହେଲେ ବିସିସିଆଇ ତାଙ୍କୁ ଏଥର ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ ସାମିଲ କରିଛି ।
A+ କାଟାଗୋରୀରେ ରହିଛନ୍ତି – ରୋହିତ ଶର୍ମା, ବିରାଟ କୋହଲି, ଯଶପ୍ରିତ ବୁମରାହ ଏବଂ ରବିନ୍ଦ୍ର ଜାଡେଜା ।
A କାଟାଗୋରୀରେ ରହିଛନ୍ତ – କେଏଲ ରାହୁଲ, ଶଭମନ ଗିଲ୍, ହାର୍ଦ୍ଦିକ ପାଣ୍ଡ୍ୟା, ମହମ୍ମଦ ସିରାଜ ଏବଂ ରିଷଭ ପନ୍ତ
B କାଟାଗୋରୀରେ ରହିଛନ୍ତ- କୁଲଦୀପ ଯାଦବ, ଅକ୍ଷର ପଟେଲ, ଯଶସ୍ୱୀ ଜୟସ୍ୱାଲ, ସୂର୍ୟ୍ୟକୁମାର ଯାଦବ, ଶ୍ରେୟାସ ଆୟର
C କାଟାଗୋରୀରେ ରହିଛନ୍ତ- ରିଙ୍କୁ ସିଂ, ତିଲକ ବର୍ମା, ଋତୁରାଜ ଗାଏକ୍ୱାଡ, ଶିଭମ ଦୁବେ, ରବି ବିଷ୍ଣୋଇ, ଓ୍ୱାସିଂଟନ ସୁନ୍ଦର, ମୁକେଶ କୁମାର, ସଞ୍ଜୁ ସାମସନ, ଅର୍ଶଦୀପ ସିଂ, ପ୍ରସିଦ୍ଧ କ୍ରିଷ୍ଣା, ରଜତ ପଟିଦାର, ଧ୍ରୁବ ଜୁରେଲ, ସର୍ଫରାଜ ଖାନ, ନୀତିଶ କୁମାର ରେଡ୍ଡୀ, ଇଶାନ କିଷାନ, ଅଭିଷେକ ଶର୍ମା, ଆକାଶ ଦୀପ, ବରୁଣ ଚକ୍ରବର୍ତ୍ତୀ, ହରିଷିତ ରାଣା ।
ବିସିସିଆଇର ବାର୍ଷିକ ଚୁକ୍ତି, ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟକୁ ଫେରିଲେ ଆୟର, କିଶନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...