The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବିସ୍ଫୋରଣ ; ମହିଳା ମୃତ, ଶିଶୁ ଆହତ

Facebook
Twitter
LinkedIn

ଖୋର୍ଦ୍ଧା : ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ । ବୋଲଗଡ ଥାନା କଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଅଘଟଣ । ଆହତ ଶିଶୁ ବୋଲଗଡ ମେଡିକାଲରେ ଭର୍ତ୍ତି । ବିସ୍ଫୋରଣର କାରଣ ଜଣାପଡିନାହିଁ । ସୂଚନା ଅନୁସାରେ ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଅଧୀନ ଇଚ୍ଛାପୁର ଗାଁରେ ଥିବା ଏକ ଘରେ ଅଚାନକ ବିସ୍ଫୋରଣ ଘଟିଥିଲା। ବସ୍ଫୋରଣର ବିକଟାଳ ଶଦ୍ଦ ଶୁଣି ଆଖପାଖର ଲୋକେ ଭୟଭୀତ ହୋଇଯାଇଥିଲେ। ପଡୋଶୀ ଲୋକେ ବିସ୍ଫୋରଣସ୍ଥଳକୁ ଆସିଥିଲେ। ଏହାରି ଭିତରେ ଜଣେ ମହିଳା ଓ ଶିଶୁ ଗୁରୁତର ହୋଇଥିଲେ। ଘଟଣା ସଂପର୍କରେ ସେମାନେ ପୁଲିସକୁ ସୂଚନା ଦେଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login