ବାଲେଶ୍ୱର : ବୁଢା ବଳଙ୍ଗ ନଦୀରେ ବୁଡି ୨ ସମ୍ପର୍କୀୟ ଭାଇ ମୃତ । ଗାଧୋଇବା ବେଳେ ରେମୁଣା ପତୁକାଶାସନ ଗାଁରେ ଅଘଟଣ ଘଟିଛି । ଜଣଙ୍କ ଘଟଣାସ୍ଥଳରେ ଓ ଆଉ ଜଚ୍ଚଙ୍କ ବୈଶିଙ୍ଗା ହସ୍ପିଟାଲରେ ମୃତ୍ୟୁ । ମୃତକ ୨ ଜଣ ନାବାଳକ । ଜଣେ ୮ ବର୍ଷର ହୋଇଥିବା ବେଳେ ଅନ୍ୟ ଜଣେ ୧୭ ବର୍ଷର ।
Views: 93

ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...