The Ultimate Managed Hosting Platform
ADVERTISEMENT

ବୃଦ୍ଧଙ୍କୁ ଦଳିଦେଲା ହାତୀ

Facebook
Twitter
LinkedIn

କେନ୍ଦୁଝର : ଚମ୍ପୁଆ ରେଞ୍ଜର ଗୋଠଛଡା ଦନ୍ତା ହାତୀର ଉତ୍ପାତ । ଯୋଡାପୋଖରୀ ଗାଁରେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା । ନରୋତ୍ତମ ଆଜି ସକାଳୁ ଶୈାଚ ପାଇଁ ଯାଇଥିବା ବେଳେ ବୃଦ୍ଧଙ୍କୁ ଦଳି ମାରିଦେଲା ଦନ୍ତା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି ।
ଅନ୍ୟପଟେ ବାଲେଶ୍ବର ଜିଲ୍ଲା ନୀଳଗିରିରେ ଭାଲୁ ଆକ୍ରମଣରେ ମହିଳା ଗୁରୁତର । ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମହିଳାଙ୍କର ମୁଣ୍ଡ ଓ କାନରେ ଗଭୀର ଆଘାତ ଲାଗିଛି । ଶୌଚ ପାଇଁ ଯାଇ ଫେରିବା ସମୟରେ ହଠାତ ବିଲରେ ଭାଲୁଟି ଆକ୍ରମଣ କରିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login