The Ultimate Managed Hosting Platform
ADVERTISEMENT

ବ୍ରହ୍ମପୁରରେ ରାଷ୍ଟ୍ରପତି, ଛାତ୍ରଛାତ୍ରୀଙ୍କ ସହ ଉଠାଇଲେ ଫଟୋ

Facebook
Twitter
LinkedIn

ବ୍ରହ୍ମପୁର : ବ୍ରହ୍ମପୁରରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି । ଏଥିରେ ସ୍ୱର୍ଣ୍ଣ ପଦକ ପାଇବାକୁ ଥିବା ୧୦ଜଣଙ୍କୁ ପଦକ ପ୍ରଦାନ କରିବେ । ଏହାସହ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ମଧ୍ୟ ଦେବେ ରାଷ୍ଟ୍ରପତି ।ରାଜଭବନରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ଣ ୩ଟା ୫୦ରେ କଟକ ଇନଡୋର ଷ୍ଟାଡିୟମ ଗସ୍ତ କରିବେ । ସେଠାରେ ବ୍ରହ୍ମକୁମାରୀଙ୍କ ସ୍ୱର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବା ସହ ଅନ୍ୟାନ୍ୟ କାର୍ୟ୍ୟକ୍ରମ ମଧ୍ୟ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login