The Ultimate Managed Hosting Platform
ADVERTISEMENT

ବ୍ରିଜ ତଳକୁ ଖସିଲା ବସ

Facebook
Twitter
LinkedIn

ବିନିକା : ସିଂଘିଯୁବା ନିକଟରେ ବ୍ରିଜରୁ ତଳକୁ ଖସି ପଡିଲା ବସ । ୧୦ ଯାତ୍ରୀ ଗୁରୁତର , ୩୦ ଅଧିକ ଆହତ । ଭୁବନେଶ୍ୱରରୁ ବରଗଡର ଦିପ୍ତିପୁର ଯାଉଥିଲା ବସ । ଭାରସାମ୍ୟ ହରାଇ ବସଟି ଦୁର୍ଘଟଣା ହୋଇଥିବା ସୂଚନା ।ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରାଯାଇଛି । ବସଟି ଭୁବନେଶ୍ବରରୁ ସୁବର୍ଣ୍ଣପୁର ଆସୁଥିବାବେଳେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login