The Ultimate Managed Hosting Platform
ADVERTISEMENT

ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ, ଚାପି ହୋଇଗଲେ ୩ ଛାତ୍ର

Facebook
Twitter
LinkedIn

ଢ଼େଙ୍କାନାଳ: ସନ୍ଥପୁର ବ୍ରିଜରେ ଦୁର୍ଘଟଣା। ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ବାଲି ବୋଝେଇ ଟ୍ରକ। ଦୁର୍ଘଟଣାରେ ଜଣେ ଛାତ୍ରର ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣ ଛାତ୍ର ଟ୍ରକ ତଳେ ଫଶି ହୋଇ ରହିଥିବା ଜଣାପଡିଛି। ବେପରୁଆ ଗାଡି ଚାଳନା ଯୋଗୁ ଦୁର୍ଘଟଣା ଘଟିଛି। ବାଲି ବୋଝେଇ ଥିବାରୁ ଟ୍ରକକୁ ଉଠାଯାଇ ପାରୁନି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକ ଅଷ୍ଟମ ଶ୍ରେଣୀ ଛାତ୍ର ବୋଲି ଜଣାପଡିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login