The Ultimate Managed Hosting Platform
ADVERTISEMENT

ଭାଇଜାନଙ୍କୁ ପୁଣି ଧମକ, “କାରକୁ ବୋମାରେ ଉଡେଇଦବୁ”

Facebook
Twitter
LinkedIn

ମୁମ୍ବାଇ : ବଲିଉଡର ଭାଇଜାନ ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ । ମୁମ୍ବାଇର ୱର୍ଲି ଟ୍ରାଫିକ ବିଭାଗର ହ୍ୱାର୍ଟସ ଆପ୍ ନମ୍ବରକୁ ଏକ ଧମକ ପଠାଯାଇଛି । ମୁମ୍ବାଇ ଟ୍ରାଫିକ ବିଭାଗକୁ ଏକ ଧମକ ପଠାଯାଇଛି ଯେଉଁଥିରେ କୁହାଯାଇଛି ଯେ, ଅଭିନେତାଙ୍କ ଘରେ ପଶି ହତ୍ୟା କରିବୁ । କେବଳ ଏତିକି ନୁହେଁ, ସଲମାନ ଖାନଙ୍କ କାରକୁ ବୋମା ବିସ୍ଫୋରଣ କରିବାର ଆଶଙ୍କା ମଧ୍ୟ ରହିଛି । ୱର୍ଲି ପୋଲିସ ଷ୍ଟେସନରେ ଫୋନ କରିଥିବା ଅଜଣା ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି । ଏହି ଧମକ ଦେଉଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ ପୋଲିସ ଚେଷ୍ଟା କରୁଛି । ସଲମାନ ଖାନଙ୍କ ସୁରକ୍ଷାକୁ ନେଇ ଚିନ୍ତା ବଢୁଛି ଏବଂ ପୋଲିସ ଏହାର ତଦନ୍ତ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login