ନୂଆଦିଲ୍ଲୀ : ବିଶ୍ୱକପରେ ଖରାପ ପ୍ରଦର୍ଶନ ପାଇଁ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଭାଙ୍ଗିଲା । ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଭାଙ୍ଗିବା ଘୋଷଣା କଲେ କ୍ରୀଡାମନ୍ତ୍ରୀ । ଭାରତ ଠାରୁ ଲଜ୍ଜାଜନକ ପରାଜୟ ପାଇଁ ବୋର୍ଡକୁ ଭାଙ୍ଗିଦେଲେ । ଅର୍ଜୁନ ରଣଇତୁଙ୍ଗାଙ୍କ ଅଧ୍ୟକ୍ଷତାରେ ମଧ୍ୟବର୍ତ୍ତୀକାଳୀନ ବୋର୍ଡ ଗଠିତ । ମଧ୍ୟବର୍ତ୍ତୀବାଳୀନ ବୋର୍ଡରେ ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି । ଶ୍ରୀଲଙ୍କା ଖେଳ ମନ୍ତ୍ରଣାଳୟ ଏହାର ସୂଚନା ଦେଇଛି । ଶ୍ରୀଲଙ୍କା ବିଶ୍ୱକପରେ ଏପର୍ୟ୍ୟନ୍ତ ୭ଟି ମ୍ୟାଚ ଖେଳି ୨ ମ୍ୟାଚ ଜିତିଛି । ଟିମ୍ ସେମିଫାଇନାଲରୁ ପାଖାପାଖି ବାଦ୍ ପଡିଛି । ଶ୍ରୀଲଙ୍କାକୁ ଭାରତ ୩୦୨ ରନରେ ହରାଇଥିଲା । ଏହାପରେ ଦେଶରେ ହଙ୍ଗାମା ଦେଖିବାକୁ ମିଳିଛି ।ଖେଳ ମନ୍ତ୍ରଣାଳୟ ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କରିଛି । ଶ୍ରୀଲଙ୍କାର କ୍ରୀଡ଼ା ମନ୍ତ୍ରୀ ରୋଶନ ରଣସିଂହେ କ୍ରିକେଟ୍ ବୋର୍ଡକୁ ସସପେଣ୍ଡ୍ କରି ଏକ ମଧ୍ୟବର୍ତ୍ତୀ କମିଟି ଗଠନ କରିଛନ୍ତି, ଯାହାର ଅଧ୍ୟକ୍ଷତା ୧୯୯୬ ମସିହାରେ ଶ୍ରୀଲଙ୍କାକୁ ବିଶ୍ୱ ଚାମ୍ପିଅନ୍ କରିଥିବା ଅର୍ଜୁନ ରଣତୁଙ୍ଗା କରିବେ ।
ଭାଙ୍ଗିଲା ଶ୍ରୀଲଙ୍କା କ୍ରିକେଟ ବୋର୍ଡ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











