The Ultimate Managed Hosting Platform
ADVERTISEMENT

ଭାରତରେ ପାକିସ୍ତାନର ‘x’ ହ୍ୟାଣ୍ଡେଲ ବ୍ଲକ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତରେ ପାକିସ୍ତାନର ସରକାରୀ ‘x’ ହ୍ୟାଣ୍ଡେଲ ବ୍ଲକ । ଆଇଟି ମନ୍ତ୍ରାଳୟ ନେଲା ପାକିସ୍ତାନ ବିରୋଧରେ ପଦକ୍ଷେପ । ଏକ୍ସ କର୍ତ୍ତୁପକ୍ଷଙ୍କୁ ଏ ନେଇ ଜଣାଇଥିଲା ଆଇଟି ମନ୍ତ୍ରାଳୟ । ଭାରତ ସରକାର ପାକିସ୍ତାନ ସରକାରର ସୋସିଆଲ ଆକାଉଣ୍ଟକୁ ବ୍ୟାନ୍ କରିଛି । ଗତକାଲି ପାକିସ୍ତାନ ସହ ସିନ୍ଧୁ ଜଳ ଚୁକ୍ତି ବ୍ୟାନ୍ କରିବା ସହ ଭିସାକୁ ମଧ୍ୟ ବନ୍ଦ କରିଥିଲେ।ଓଞ ମନ୍ତ୍ରଣାଳୟ ନେଲା ପାକିସ୍ତାନ ବିରୋଧରେ ପଦକ୍ଷେପ । ଏନେଇ ‘x’ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରିଥିଲେ IT ମନ୍ତ୍ରଣାଳୟ । ଆଉ ଆଇଟି ମନ୍ତ୍ରଣାଳୟର ଅନୁରୋଧ ମଧ୍ୟ ରଖିଲା ‘x’ । ଭାରତରେ ପାକିସ୍ତାନର ସରକାରୀ ‘x’ ହ୍ୟାଣ୍ଡେଲ୍ ବ୍ଲକ୍ ।
ଗତକାଲି ହୋଇଥିବା CCS ବୈଠକରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଉପସ୍ଥିତ ଥିଲେ । ଯେଉଁମାନେ ପରଦା ପଛରେ ଷଡ଼ଯନ୍ତ୍ର ରଚୁଛନ୍ତି” ସେମାନଙ୍କୁ ଛଡ଼ାଯିବ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login