The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଓଲଟିଲା କୋବି ବୋଝେଇ ଟ୍ରକ

Facebook
Twitter
LinkedIn

ଛତ୍ରପୁର : ଭାରସାମ୍ୟ ହରାଇ ଓଲଟିଲା କୋବି ବୋଝେଇ ଟ୍ରକ । ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଡିମିରିଆ ଛକରେ ଦୁର୍ଘଟଣା । କର୍ଣ୍ଣାଟକରୁ ଭୁବନେଶ୍ବର ଆସୁଥିଲା ଟ୍ରକ । ବିଳମ୍ବିତ ରାତିରେ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡିଥିବାବେଳେ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ରାସ୍ତା କଡରେ ଓଜାଡି ହୋଇପଡିଥିଲା ବସ୍ତା ବସ୍ତା କୋବି । ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login