The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଓଲଟିଲା ବ୍ୟାଣ୍ଡପାର୍ଟି ଗାଡି

Facebook
Twitter
LinkedIn

ସୋନପୁର : ଭାରସାମ୍ୟ ହରାଇ ଓଲଟିଲା ବ୍ୟାଣ୍ଡପାର୍ଟି ଗାଡି । ସୋନପୁର ବଲାଙ୍ଗୀର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା । NHର ୫୭ ର ହରଡଖୋଲ ଛକ ନିକଟରେ ଏକ ବ୍ୟାଣ୍ଡ୍ପାର୍ଟି ଗାଡ଼ି ଦୁର୍ଘଟଣା ଗସ୍ତ ହୋଇଛି । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହେବାସହ ୮ ଜଣ ଗୁରୁତ ହୋଇଛନ୍ତି । ସମସ୍ତ ଗୁରୁତର ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସେପଟେ କଟର ମେସିନ ସାହାଯ୍ୟରେ ଗାଡି ଭିତରେ ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଉଥିବା ଜଣାଯାଇଛି। ପୋଲିସ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

Login