The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଖାଇକୁ ଖସିଲା ତୀର୍ଥଯାତ୍ରୀ ବସ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରସାମ୍ୟ ହରାଇ ଖାଇକୁ ଖସିଲା ତୀର୍ଥ ଯାତ୍ରୀ ବସ । ଗୁଜୁରାଟର ଡାଙ୍ଗ ଜିଲ୍ଲାରେ ଘଟିଛି ବଡ ଦୁର୍ଘଟଣା । ଏଥିରେ ୫ ଜଣଙ୍କର ଜୀବନ ଯାଇଥିବା ବେଳେ ଅନେକ ଜଣ ଆହତ ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନେ ମଧ୍ୟପ୍ରଦେଶ ଜିଲ୍ଲାର ବୋଲି ଜଣାପଡିଛି । ରବିବାର ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଛି। ୪୮ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ବସ୍‌ଟି ମହାରାଷ୍ଟ୍ରର ତ୍ରିମ୍ବକେଶ୍ୱରରୁ ଗୁଜରାଟର ଦ୍ୱାରକା ଅଭିମୁଖେ ଯାଉଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login