The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଗଛକୁ ପିଟି ହେଲା କାର

Facebook
Twitter
LinkedIn

ଯାଜପୁର : ମର୍ମନ୍ତୁଦ ଦୁର୍ଘଟଣାରେ ୨ଜଣଙ୍କର ପ୍ରାଣ ହାନି ଓ ଅନ୍ୟ ଜଣେ ଗୁରୁତର । କାଳିଆପାଣି ଥାନା ମହୁଲଖାଲ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛକୁ ପିଟି ହୋଇ ଦୁର୍ଘଟଣା ଘଟିଛି । ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ସ୍ଥାନୀୟ ଅଞ୍ଚଳର ୫ଜଣ ଯୁବକ ଏକ ଇଟିଗା କାରରେ ରାସୋଳରୁ ନିଜ ଘର ଅଭିମୁଖେ ଫେରୁଥିଲେ। ଗାଡ଼ିଟି ଦ୍ରୁତ ଗତିରେ ଥିବାବେଳେ ମହୁଲଖାଲ ନିକଟରେ ଥିବା ବୁଲାଣିରେ ଭାରସାମ୍ୟ ହରାଇ କାରଟି ଏକ ଗଛ ରେ ପିଟି ହୋଇ ରାସ୍ତା ତଳକୁ ଖସିପଡିଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧ ଗୁରୁତର ହୋଇ କଳିଙ୍ଗନଗର ଟାଟା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login