The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ

Facebook
Twitter
LinkedIn

ବଲାଙ୍ଗୀର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ । ବଲାଙ୍ଗୀର-ଟିଟଲାଗଡ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏନଏଚ୍ ୨୬ ମଠଖାଇ ପାହାଡ ନିକଟରେ ଏଭଳି ଅଘଟଣ ଘଟିଛି । ବାଇକ୍ ଆରୋହୀଙ୍କ ଗାଡ଼ି ଦ୍ରୁତ ଗତିରେ ଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ବର୍ତ୍ତମାନ ପର୍ୟ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login